କ’ଣ କଂଗ୍ରେସ ନେତା ଦିଗ୍ବିଜୟ ସିଂ କହିଛନ୍ତି ଯେ ଗୋମାଂସ ଖାଇବାରେ କୌଣସି ଭୁଲ ନୁହେଁ? ଜାଣନ୍ତୁ ସତ୍ୟ।
କଂଗ୍ରେସ ନେତା ଦିଗବିଜୟ ସିଂହ ପୁଣି ଥରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଆସିଛନ୍ତି। ତାଙ୍କର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ଆପଣ ମାନେ ତାଙ୍କୁ ଗୋମାଂସ ଖାଇବା ନେଇ ମନ୍ତବ୍ୟ ଦେଉଥିବା ଦେଖି ପାରିବେ। ଏହି ଭିଡିଓରେ ଦିଗବିଜୟ ସିଂ କହୁଛନ୍ତି ଯେ ଗୋମାଂସ ଖାଇବା କୌଣସି ଖରାବ କଥା ନୁହେଁ। ସେ ଏହା ମଧ୍ୟ କହିଛନ୍ତି ଯେ ଗୋରୁ ନିଜ ମଳ ମଧ୍ୟରେ ଲେଉଟନ୍ତି, ସେମାନେ ମାଁ ନୁହନ୍ତି। ଦାବି […]
Continue Reading