ମେଘା ଶର୍ମା ନାମକ ଗୃହିଣିଙ୍କ ମୃତ୍ୟୁକୁ ଡା. ମେଘା ବ୍ୟାସ କୋରୋନା ରୋଗରେ ମୃତ୍ୟୁ ଦାବିରେ ଭାଇରାଲ କରାଯାଉଛି।
ସୋସିଆଲ ମିଡିଆରେ ଏକ ମହିଳାର ଫୋଟୋ ଭାଇରାଲ ହେଉଛି। ଭାଇରାଲ ଫୋରେ ଥିବା ମହିଳା ପୁଣେର ଡାକ୍ତର ମେଘା ବ୍ୟାସ ଅଟନ୍ତି ଏବଂ ତାଙ୍କର କରୋନା ସଂକ୍ରମଣରୁ ମୃତ୍ୟୁ ହୋଇଥିବା ଦାବି କରାଯାଇଛି। 24 ଏପ୍ରିଲରେ ଆମ ଓଡ଼ିଶା ନାମକ ପେଜରେ ଏହା ପୋଷ୍ଟ କରାଯାଇ ଲେଖା ଯାଇଛି ଯେ, କରୋନା ରୋଗୀଙ୍କ ସେବା କରିବା ସମୟରେ ଡାକ୍ତର ମେଘା ବ୍ୟାସ କରୋନାରେ ସଂକ୍ରମିତ ହୋଇ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କୁ ପୋଷ୍ଟରେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ […]
Continue Reading