କ’ଣ ଏହି ଭିଡିଓରେ ଜଣେ ମୁସଲିମ ବ୍ୟକ୍ତି ଏକ ବିବାହ ସମୟରେ ମହିଳାଙ୍କୁ ଶାଢି ପିନ୍ଧାଉଛନ୍ତି? ଜାଣନ୍ତୁ ସତ୍ୟ।
ଜଣେ ପୁରୁଷ ଗୋଟିଏ ମହିଳାଙ୍କୁ ଶାଢି ପିନ୍ଧାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଶାଢି ପିଢାଉଥିବା ବ୍ୟକ୍ତି ହେଉଛନ୍ତି ଜଣେ ମୁସ୍ଲିମ ଯିଏ ଗୋଟିଏ ହିନ୍ଦୁ ବିବାହ ସମୟରେ ମହିଳାଙ୍କୁ ଶାଢି ପିନ୍ଧାଉଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହି ବ୍ୟକ୍ତି ମୁସ୍ଲିମ ନୁହଁନ୍ତି ଏବଂ ଏହା କୌଣସି ହିନ୍ଦୁ ବିବାହ ଅବସରର ଭିଡିଓ ନୁହେଁ। କ’ଣ ଦାବି କରା ଯାଇଛି ପୋଷ୍ଟରେ? […]
Continue Reading