କ’ଣ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଣମାଧ୍ୟମରେ ମିଛ କହିଛନ୍ତି କି ଓଡ଼ିଶାରେ କୋରୋନା ମୃତ୍ୟୁହାର ଦୁନିଆ ରେ ସବୁ ଠାରୁ କମ? ଜାଣନ୍ତୁ ସତ୍ୟ।
୨୮ ମେ ୨୦୨୦ ରେ ଜଣେ ଟୁଇଟର ୟୁଜର ନିଜ ତ୍ଵିଟୀର ହେଣ୍ଡେଲ ରେ ଟୁଇଟ କରି କହିଛନ୍ତି ଯେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଣମାଧ୍ୟମ ଆଗରେ ମିଛ କହିଛନ୍ତି ଯେ ଓଡ଼ିଶା ରେ କୋରୋନା ମୃତହାର ପୁରା ବିଶ୍ଵରେ ସବୁଠାରୁ କମ। କୋରୋନା ଆକ୍ରାନ୍ତ, ମୃତ ଏବଂ ଆରୋଗ୍ୟ ଚାର୍ଟ ପୋଷ୍ଟ କରି ଏହା ଦାବି କରିଛନ୍ତି ଯେ ତଥ୍ୟ ଅନୁସାରେ ଭାରତରେ ହି ଓଡିଶାଠାରୁ ଭଲ ସ୍ଥିତିରେ ଅନେକ ରାଜ୍ୟ ଅଛନ୍ତି। Archive […]
Continue Reading