କ’ଣ ଚୀନ ଦୀପାବଳି ପାଖେଇ ଆସିଥିବାରୁ ଭାରତକୁ ବିଷାକ୍ତ ଏବଂ କ୍ଷତିକାରକ ବାଣ ପଠାଉଛି? ଜାଣନ୍ତୁ ସତ୍ୟ।
ଦୀପାବଳି ଯେତିକି ପାଖେଇ ଆସୁଛି ବାଣ ବିଷୟରେ ସୋସିଆଲ ମିଡିଆରେ ସେତିକି ପୋଷ୍ଟ ଦେଖିବାକୁ ମିଳୁଛି। ବର୍ତ୍ତମାନ ସୋସିଆଲ ମିଡିଆରେ ଗଣମାଧ୍ୟମ ଦ୍ଵାରା ଏକ ସମ୍ବାଦ ଭାଇରାଲ ହେବାରେ ଲାଗିଛି ଯେ ଚୀନ ଭାରତକୁ ବିଷାକ୍ତ ବାଣ ପଠାଉଛି। ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। କ’ଣ ଦାବି ଏହି ପୋଷ୍ଟର? ୧୯ ଅକ୍ଟୋବରରେ ନନ୍ଦୀଘୋଷ ଟିଭି ଚ୍ୟାନାଲର ଫେସବୁକ ଏକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରା ଯାଇଛି। ଏହି ଭିଡିଓରେ ଦାବି କରା […]
Continue Reading