ହାଇଦ୍ରାବାଦରେ ଗଣେଶ ପ୍ରତିମୂର୍ତ୍ତି ସ୍ଥାପନା ନେଇ ହୋଇଥିବା ଝଗଡ଼ାକୁ ମିଥ୍ୟା ସାମ୍ପ୍ରଦାୟିକ ରୂପଦେଇ ଭାଇରାଲ କରାଯାଉଛି।
ଗଣେଶ ପୂଜା ପାଇଁ ସୋସିଆଲ ମିଡିଆରେ ଅନେକ ପ୍ରକାରର ଦାବି ଭାଇରାଲ ହେବାରେ ଲାଗିଛି, ଏଥିମଧ୍ୟରୁ କେତେକ ଦାବି ହିନ୍ଦୁ-ମୁସଲମାନ ବିବାଦ ସହ ସାମ୍ପ୍ରଦାୟିକତା ସହ ଜଡିତ ହୋଇ ସାମ୍ପ୍ରଦାୟିକ ସମ୍ପର୍କକୁ ନଷ୍ଟ କରିବା ଉଦ୍ଦେଶ୍ୟରେ ଭାଇରାଲ କରାଯିବାରେ ଲାଗିଛି। ଏପରି ଏକ ଭିଡିଓ ଭାଇରାଲ ହେଉଛି। ଯୋଉଁଥିରେ ଦାବି କରାଯାଉଛି ଯେ, ହାଇଦ୍ରାବାଦରେ ଗଣେଷ ମୁର୍ତ୍ତି ନେଲାବେଳେ ମୁସଲିମମାନେ ଆକ୍ରମଣ କରିଲେ। ଭିଡିଓରେ କିଛି ଲୋକ କିଛି ଲୋକଙ୍କୁ ମାଡ ମାରୁଥିବାର ଦେଖିବାକୁ ମିଳୁଛି ଏବଂ […]
Continue Reading