କ’ଣ ବିଜେପି ଗୁଜୁରାଟ ନିର୍ବାଚନ ଜିତିବା ପରେ ସେଠିକାର ମୁସ୍ଲିମ ମହିଳା ଉତ୍ସବ ପାଳନ କରୁଛନ୍ତି? ଜାଣନ୍ତୁ ସତ୍ୟ।
ନିକଟର ଗୁଜୁରାଟ ନିର୍ବାଚନରେ ବିଜେପି କୁ ବଡ଼ ଜିତ ହାସଲ ହେଇଛି। ୧୮୨ ଟି ସିଟ ରୁ ନିର୍ବାଚନରେ ବିଜେପି ୧୫୬ ସିଟ୍ ଉପରେ ବିଜଯ ପାଇଛି। ଏହା ବିଜେପିର ଗୁଜୁରାଟରେ ସବୁଠାରୁ ବଡ଼ ବିଜଯ ବୋଲି ଦାବି କରା ଯାଉଛି। ଏହି ପ୍ରସଙ୍ଗରେ ଗୋଟିଏ ଫୋଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫୋଟୋରେ କିଛି ମୁସ୍ଲିମ ମହିଳା ମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫୋଟୋ ସହିତ ଚିଡ଼ା ହେଇଥିବା ଦେଖିବାକୁ ମିଳିଛି। ଦାବି କରା ଯାଉଛି […]
Continue Reading