କ’ଣ ତାମିଲନାଡୁ ରେ କିଛି ଅସାମାଜିକ ଗୁଣ୍ଡା ମାନେ ହିନ୍ଦୀରେ କଥା କହୁଥିବା ଲୋକମାନଙ୍କୁ ମାରିଦେଉଛନ୍ତି? ଜାଣନ୍ତୁ ସତ୍ୟ।

କିଛି ଦିନ ହେବ ଗଣମାଧ୍ୟମରେ ତାମିଲନାଡୁ ରେ ହିନ୍ଦୀ ଭାଷା କହୁଥିବା ବ୍ୟକ୍ତି ମାନଙ୍କ ଉପରେ ସ୍ଥାନୀୟ ଲୋକେ ଆକ୍ରମଣ କରୁଥିବା ଭିଡିଓ ଏବଂ ସମ୍ବାଦ ସାମନାକୁ ଆସୁଛି। ଜାଗ୍ରଣ ୱେବସାଇଟର ଏକ ରିପୋର୍ଟ ଅନୁଯାୟୀ, ତାମିଲନାଡୁରେ ପ୍ରବାସୀ ଶ୍ରମିକମାନେ ସ୍ଥାନୀୟ ଲୋକଙ୍କ ଆକ୍ରମଣର ସମ୍ମୁଖୀନ ହେଉଛନ୍ତି ଏବଂ ଏହି ଆକ୍ରମଣରେ କେତେକଙ୍କର ମୃତ୍ୟୁ ମଧ୍ୟ ହୋଇଛି। ପରବର୍ତ୍ତୀ ସମୟରେ ଏହି ଘଟଣା ନେଇ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଏହା ମଧ୍ୟରୁ ନେକ […]

Continue Reading

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓକୁ ଏଡିଟ୍ କରି ମିଥ୍ୟା ଦାବିରେ ଭାଇରାଲ କରାଯାଉଛି।

ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ମୋଦିଙ୍କ ସାଙ୍ଗରେ କିଛି ମହିଳା କିର୍ତ୍ତନ କରୁଥିବାର ଦେଖାଯାଉଛନ୍ତି। ଭାଇରାଲ ଭିଡିଓ ସହ ଦାବି କରାଯାଉଛି ଯେ, ଭିଡିଓ କୋରୋନା କଳର ଅଟେ। ଯେତେବେଳେ ଲୋକମାନେ କୋରୋନା ସହିତ ଲଡ଼ୁଥିଲେ, ସେତେ ବେଳେ ପ୍ରଧାନମନ୍ତ୍ରୀ ମୋଦି ହିନ୍ଦୀ ଫିଲ୍ମ ଗୀତରେ କିର୍ତ୍ତନ କରୁଥିଲେ।  Babeena Pattanayak ନାମକ ଜଣେ ଫେସବୁକ ୟୁଜର ଭାଇରାଲ ଭିଡିଓ ପୋଷ୍ଟ କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, ୟେ […]

Continue Reading