କ’ଣ ୫ଜି ବିକରଣ ପର୍ଜ୍ୟାବରଣ ଦୂଷିତ କରି ବର୍ତ୍ତମାନ ପକ୍ଷୀ ସହିତ ମଣିଷକୁ ମଧ୍ୟ କ୍ଷତି କରୁଛି? ଜାଣନ୍ତୁ ସତ୍ୟ।
ଦେଶରେ ଟେକ୍ନୋଲୋଗୀ ଦିନକୁ ଦିନ ଆଗେଇ ଚାଲିଛି। ଗତ କିଛି ବର୍ଷରେ ଟେଲିକମ୍ କମ୍ପାନୀ ୨ଜି ରୁ ୩ଜି ଏବଂ ଏହା ପରେ ୪ଜି ସୁବିଧା ଦେଇଅଛି। ବର୍ତ୍ତମାନ ସୂଚନା ମିଳିଛି ଯେ ଗ୍ରାହକ ମାନଙ୍କ ପାଇଁ ୫ଜି ସୁବିଧା ଯୋଗାଇବାର ବାର୍ତ୍ତା ଚାଲିଛି। ଟେଲିକମ୍ ବିଭାଗ ଏବଂ ଭାରତ ସରକାରର ଯୋଗାଯୋଗ ମନ୍ତରାଳୟ କହିଛି ଯେ ୫ଜି ପରୀକ୍ଷଣ ପାଇଁ ଅନୁମୋଦନ ଦିଆଯାଇଛି ଏବଂ ଟେଲିକମ୍ କମ୍ପାନୀ ଗୁଡ଼ିକ ଏହି ପରୀକ୍ଷା ପାଇଁ ୫ଜି ସ୍ପେକ୍ତ୍ରମ୍ […]
Continue Reading