କ’ଣ ଏହି ଫୋଟୋ ଗତ କାଲୀ କର୍ଣ୍ଣାଟକରେ ବାୟୁ ସେନାର ଏକ ବିମାନ ଦୁର୍ଘଟଣାର ଫୋଟୋ ଅଟେ? ଜାଣନ୍ତୁ ସତ୍ୟ।

ଗତ କାଲୀ ଭାରତ ବାୟୁ ସେନାର ଏକ ବିମାନ କରଣତକରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ସାମନାକୁ ଆସିଥିଲା। ଏହା ପରେ ସୋସିଆଲ ମିଡିଆରେ ଘଟନା ଜଡିତ ଅନେକ ଫୋଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି।  ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ବିମାନ ଦୁର୍ଘଟଣା ହୋଇଥିବା ଫୋଟୋ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଏହି ଫୋଟୋ ଗତ କାଲୀ କର୍ଣ୍ଣାଟକରେ ହେଇଥିବା ଦୁର୍ଘଟଣାର ଫୋଟୋ ଅଟେ।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ […]

Continue Reading

2013 ଫଟୋକୁ ବର୍ତ୍ତମାନ ଭାରତ ସରକାର କାବୁଲରୁ 800ଜଣ ଉଦ୍ଧାରକରିଙ୍କୁ ଭାରତ ଆଣିଥିବା ମିଥ୍ୟା ଦାବିରେ ଭାଇରାଲ ହେଉଛି।

ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସଂଖ୍ୟାଧିକ ଲୋକଥିବାର ଦେଖାଯାଉଛନ୍ତି। ଫଟୋରେ ଦାବି କରାଯାଇଛି ଯେ, ଭାରତୀୟ ଵାୟୁ ସେନା ସି-୧୭ ଗ୍ଲୋବ ମାଷ୍ଟର, କାବୁଲ ବିମାନବନ୍ଦରରୁ ୮୦୦ ଜଣଙ୍କୁ ଉଦ୍ଧାରକରି ଆଜି ସକାଳୁ ନୂଆଦିଲ୍ଲୀ ଅଭିମୁଖେ ଭରିଛି ଉଡାଣ। ସମସ୍ତ ଦେଶ ନିଜ ନିଜର ନାଗରିକଙ୍କୁ ଉଦ୍ଧାର କରିଥିବା ବେଳେ ଭାରତ କିନ୍ତୁ ଉଦ୍ଧାର କରିଥିବା ଲୋକଙ୍କୁ ପଚାରି ନାହିଁ। ଆମ ଅନୁସନ୍ଧାନରେ ଭାଇରାଲ ଫଟୋରେ କରାଯାଇଥିବା ଦାବି ମିଥ୍ୟା ଏବଂ […]

Continue Reading