କ’ଣ କେରଳରେ ମୁସ୍ଲିମ ମାନେ ଭାରତର ଜାତୀୟ ପତାକାର ଅପମାନ କରୁଛନ୍ତି? ଜାଣନ୍ତୁ ସତ୍ୟତା।
ସୋସିଲା ମିଡିଆରେ ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ରାସ୍ତା ଉପରେ ରଖା ଯାଇଥିବା ଭାରତର ଜାତୀୟ ପତକା ଉପରେ କିଛି ଗାଡ଼ି ଯାଉଥିବା ଦେଖିବାକୁ ମିଳିଛି। ଏହା ସହିତ କିଛି ଲୋକେ ପାକିସ୍ତାନର ପତକା ମଧ୍ୟ ଧରିଥିବା ଦେଖା ଯାଉଛନ୍ତି। ପୋଷ୍ଟ ଦାବି ଅନୁଯାୟୀ ଏହି ଭିଡିଓ କେରଳର ଅଟେ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଅନୁସନ୍ଧାନ ପରେ ଆମେ ଜାଣିବାକୁ ପାଇଲୁ ଯେ ଏହି ଭିଡିଓ […]
Continue Reading