କ’ଣ ଗୋଟିଏ ସଭାରେ ରାହୁଲ ଗାନ୍ଧୀ ଭଗବାନ ରାମଙ୍କର ପ୍ରତିମୂର୍ତି ନେବା ପାଇଁ ଅସ୍ଵୀକାର କରିଛନ୍ତି? ଜାଣନ୍ତୁ ସତ୍ୟତା।
ରାହୁଲ ଗାନ୍ଧୀଙ୍କର ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖିବାକୁ ମିଳିଛି ଯେ ରାହୁଲ ଗାନ୍ଧୀ କିଛି ନେତାଙ୍କ ସହିତ ମଞ୍ଚ ଉପରେ ଚିଡ଼ା ହୋଇଥିବା ସମୟରେ କିଛି ଲୋକେ ତାଙ୍କୁ ଫୁଲମାଳ ଏବଂ ଅନ୍ୟାନ୍ୟ ଉପହାର ଦେଉଛନ୍ତି। ସେହି ସମୟରେ ସେଠାରେ ଜଣେ ବ୍ୟକ୍ତି ଗୋଟିଏ ଭଗବାନଙ୍କର ପ୍ରତିମୂର୍ତି ଧରି ଛିଡା ହୋଇଛନ୍ତି। ଭାଇରାଲ ଭିଡିଓରେ ଜଣା ପଡୁଛି ଯେ ରାହୁଲ ଗାନ୍ଧୀ ଭଗବାନଙ୍କ ପ୍ରତିମୂର୍ତି ନେବାରେ ଅସ୍ଵୀକାର କରୁଛନ୍ତି ଏବଂ […]
Continue Reading