ଚୀନର ଏକ ସହରରେ ଅଗ୍ନିକାଣ୍ଡର ଭିଡିଓ କୁ ଇରାନ ମୋସାଦ ମୁଖ୍ୟାଳୟ ଉପରେ ଆକ୍ରମଣ କରୁଥିବା ଦାବି ସହିତ ସେୟାର କରା ଯାଉଛି।

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଏକ ଅଞ୍ଚଳରେ ନିଆଁ ଲାଗିଛି ଏବଂ ଆକାଶରେ ଘନ କଳା ଧୂଆଁ ଉଠୁଛି। ଭିଡିଓଟିକୁ ସେୟାର କରି ୟୁଜର୍ସମାନେ ଦାବି କରୁଛନ୍ତି ଯେ ଏହା ଇସ୍ରାଏଲର ମୋସାଦ ମୁଖ୍ୟାଳୟ ଉପରେ ଇରାନର ଆକ୍ରମଣ ପରେ ପରିସ୍ଥିତି। ପ୍ରକୃତରେ, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ସାମ୍ପ୍ରତିକ ବିବାଦକୁ ଦୃଷ୍ଟିରେ ରଖି, ଦାବି କରାଯାଇଛି ଯେ ଇରାନ ଆକ୍ରମଣ ପରେ, ଟେଲ୍ ଅଭିଭ ସହରରେ ଅବସ୍ଥିତ ଇସ୍ରାଏଲର ବିଦେଶୀ ଗୁଇନ୍ଦା […]

Continue Reading

ଗାଜାର ଏକ ପୁରୁଣା ଭିଡିଓକୁ ସମ୍ପ୍ରତି ସମୟରେ ଇରାନ-ଇସ୍ରାଏଲ୍ ଯୁଧ୍ୟ ଦୃଶ୍ୟ ଦାବି ସହିତ ସେୟାର କରା ଯାଉଛି।

ଇରାନ-ଇଜ୍ରାଏଲ୍ ଯୁଧ୍ୟ ଚାଲିଥିବା ସମୟରେ ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ କ୍ଷେପଣାସ୍ତ୍ର ଆକ୍ରମଣରେ ଗୋଟିଏ ବିଲଡିଙ୍ଗ ଭୁଶୁଡ଼ି ପଡୁଥିବା ବେଳେ ଜଣେ ବ୍ୟକ୍ତି ସେହି ଦୃଶ୍ୟର ଭିଡିଓ ନେଉଁଛନ୍ତି। ଦାବି କରା ଯାଉଛି ଯେ ଏହା ଇରାନ-ଇଜ୍ରାଏଲ୍ ଯୁଧ୍ୟର ଦୃଶ୍ୟ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହା ୨୦୨୧ ମସିହାର ଇଜ୍ରାଏଲ୍ ଗାଜା ଉପରେ କରିଥବା ଆକ୍ରମଣର ଏକ ପୁରୁଣା ଭିଡିଓ। କ’ଣ ଦାବି କରା […]

Continue Reading