କ’ଣ ଭାଇରାଲ ହେଉଥିବା ଫୋଟୋ ବର୍ତ୍ତମାନ ଇସ୍ରାଏଲ ଏବଂ ପାଲେଷ୍ଟାଇନ ମଧ୍ୟରେ ଚାଲୁଥିବା ଯୁଧ୍ୟର ଫୋଟୋ ଅଟେ? ଜାଣନ୍ତୁ ସତ୍ୟ।
ଇସ୍ରାଏଲ ଏବଂ ପାଲେଷ୍ଟାଇନ ଆତଙ୍କବାଦୀଙ୍କ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ଇସ୍ରାଏଲ ଯୁଧ୍ୟ ବିମାନ ଆଜି ଗାଜା ସହରର ଏକାଧିକ ସ୍ଥାନରେ ଆକ୍ରମଣ କରିଥିଲା। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଗାଜାର ହାମାସ ଶାସକମାନଙ୍କ ସହିତ ଚତୁର୍ଥ ଯୁଧ୍ୟର ସଂକେତ ଦେବାର କିଛି ଘଣ୍ଟା ପରେ ଏହି ଘଟଣା ଘଟିଛି। ହାମାସ ମଧ୍ୟଗାଜାର ନାଗରିକ ଅଞ୍ଚଳରୁ ଇସ୍ରାଏଲ ନାଗରିକ ଅଞ୍ଚଳ ଆଡ଼କୁ ରକେଟ ଉତକ୍ଷେପଣ କରିଥିଲା। ଏହି ସମୟରେ ଫେସବୁକରେ ଗୋଟିଏ ଫୋଟୋ ଭାଇରାଲ ହେବାରେ ଲାଗିଛି। […]
Continue Reading