ଲକ୍ଷ୍ନୌ କୋର୍ଟରେ ରାହୁଲ ଗାନ୍ଧୀଙ୍କ ସହ ସେଲଫି ନେଉଥିବା ବ୍ୟକ୍ତି ବିଚାରପତି ନୁହଁନ୍ତି। ମିଥ୍ୟା ଦାବି ଭାଇରାଲ

ଭାରତୀୟ ସେନା ବିଷୟରେ କଥିତ ମନ୍ତବ୍ୟ ପାଇଁ ଲକ୍ଷ୍ନୌର ସାଂସଦ-ବିଧାୟକ କୋର୍ଟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହା ପରେ ସୋସିଆଲ ମିଡିଆରେ ରାହୁଲ ଗାନ୍ଧୀଙ୍କ ଏକ ସେଲଫି ଭାଇରାଲ ହେଉଛି। ୟୁଜର ମାନେ ଦାବି କରୁଛନ୍ତି ଯେ ଫଟୋରେ ଦେଖାଯାଉଥିବା କଳା କୋଟ ପିନ୍ଧିଥିବା ବ୍ୟକ୍ତି ଜଣକ ଜଣେ ବିଚାରପତି। ଜଣେ ବିଚାରପତିଙ୍କୁ ଏପରି ସେଲଫି ନେବା ଦେଖି ଲୋକମାନେ ନ୍ୟାୟ ଉପରେ ପ୍ରଶ୍ନ ଉଠାଉଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ […]

Continue Reading

ଉତ୍ତରପ୍ରଦେଶର ଏକ କୋର୍ଟରେ ଦୁଇ ଓକିଲଙ୍କ ମଧ୍ୟରେ ସଂଘର୍ଷର ଭାଇରାଲ ଭିଡିଓକୁ ମହାରାଷ୍ଟ୍ରର ଏକ ଘଟଣା ଦାବି ସହିତ ଭାଇରାଲ କରା ଯାଉଛି।

ଦୁଇ ମହିଳାଙ୍କ ମଧ୍ୟରେ ସଂଘର୍ଷର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦୁଇ ମହିଳା ଏବଂ ତାଙ୍କ ଆଖ-ପାଖରେ ଥିବା ଲୋକେ ଓକିଲଙ୍କର ୟୁନିଫର୍ମ ପିନ୍ଧିଥିବା ଦେଖିବାକୁ ମିଲିଛନ୍ତି।  ଦାବି କରାଯାଇଛି ଯେ ଏହି ସଂଗ୍ରାମ ମହାରାଷ୍ଟ୍ରର ଜଣେ ଓକିଲ ଏବଂ ବିଚାରପତିଙ୍କ ମଧ୍ୟରେ ହୋଇଥିଲା। କିନ୍ତୁ, ଫ୍ୟାକ୍ଟ କ୍ରିଷେଣ୍ଡୋ ଏହି ଦାବିକୁ ମିଥ୍ୟା ବୋଲି ପାଇଛି। ଏହା ଉତ୍ତରପ୍ରଦେଶର ଏକ ଘଟଣା ଯେଉଁଠାରେ ଦୁଇ ମହିଳା ଓକିଲଙ୍କ ମଧ୍ୟରେ ଝଗଡା ହୋଇଥିଲା। କ’ଣ […]

Continue Reading