ପାକିସ୍ତାନର ସାଦିକାବାଦରେ ଘଟିଥିବା ଅଗ୍ନିକାଣ୍ଡର ପୁରୁଣା ଭିଡିଓକୁ କରାଚି ସହର ଉପରେ ଭାରତର ଆକ୍ରମଣ ଦାବି ସହିତ ସେୟାର କରା ଯାଉଛି।

ବର୍ତମାନ ସୋସିଆଲ ମିଡିଆରେ ଏକ ବିରାଟ ଅଗ୍ନିକାଣ୍ଡ ଏବଂ ଧୂଆଁର ଭିଡିଓ ଭାଇରାଲ ହୋଇଛି। ଭିଡିଓଟିକୁ ସେୟାର କରି ୟୁଜର୍ସମାନେ ଦାବି କରିଛନ୍ତି ଯେ ଭିଡିଓଟି ଅପରେସନ୍ ସିନ୍ଦୂର ସମୟରେ ଭାରତୀୟ ସେନା ଦ୍ୱାରା କରାଚି ଉପରେ ହୋଇଥିବା ଆକ୍ରମଣକୁ ଦର୍ଶାଉଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ପାକିସ୍ତାନର ସାଦିକାବାଦରେ ଘଟିଥିବା ଅଗ୍ନିକାଣ୍ଡର ପୁରୁଣା ଭିଡିଓକୁ କରାଚି ସହର ଉପରେ ଭାରତର ଆକ୍ରମଣ ଦାବି ସହିତ ସେୟାର କରା ଯାଉଛି। କ’ଣ […]

Continue Reading

କ’ଣ କେରଳରେ ମୁସ୍ଲିମ ମାନେ ଭାରତର ଜାତୀୟ ପତକାର ଅପମାନ କରୁଛନ୍ତି? ଜାଣନ୍ତୁ ସତ୍ୟ।

ସୋସିଲା ମିଡିଆରେ ବର୍ତ୍ତମାନ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ରାସ୍ତା ଉପରେ ରଖା ଯାଇଥିବା ଭାରତର ଜାତୀୟ ପତକା ଉପରେ କିଛି ଗାଡ଼ି ଯାଉଥିବା ଦେଖିବାକୁ ମିଳିଛି। ଏହା ସହିତ କିଛି ଲୋକେ ପାକିସ୍ତାନର ପତକା ମଧ୍ୟ ଧରିଥିବା ଦେଖା ଯାଉଛନ୍ତି। ପୋଷ୍ଟ ଦାବି ଅନୁଯାୟୀ ଏହି ଭିଡିଓ କେରଳର ଅଟେ।  ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଅନୁସନ୍ଧାନ ପରେ ଆମେ ଜାଣିବାକୁ ପାଇଲୁ ଯେ ଏହି ଭିଡିଓ ପାକିସ୍ତାନର […]

Continue Reading

ପୁରୁଣା ଫଟୋକୁ କରାଚିର ଶେର୍ ଶାହା ବିସ୍ଫୋରଣର ଦୃଶ୍ୟ ମିଥ୍ୟା ଦାବିରେ ଭାଇରାଲ କରାଯାଉଛି।

ଶନିବାର ଦିନ ପାକିସ୍ତାନର କରାଚିରେ ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ  14 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଖବର ଅନୁଯାୟୀ, କରାଚିର ଶେରଶାହା ଅଞ୍ଚଳର ପାରାଚା ଛକ ନିକଟରେ ଥିବା ଏକ ଘରୋଇ ବ୍ୟାଙ୍କ ତଳେ ଥିବା ଏକ ଡ୍ରେନରେ ଏହି ବିସ୍ଫୋରଣ ଘଟିଛି। ଏହାକୁ ନେଇ ସୋସିଆଲ ମିଡିଆରେ ଅନେକ ଫଟୋ ଭାଇରାଲ ହେବାରେ ଲାଗିଛି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋ ପୁରୁଣା ବୋଲି ସ୍ପଷ୍ଟ ହେଲା।  18 ଡିସେମ୍ବରରେ […]

Continue Reading

ପାକିସ୍ତାନର ଏକ ଗୁଜରାତି ସ୍କୁଲ ନାଁ ବଦଳାଇ ମୁସ୍ଲିମ ନାମକରଣ କରାଗଲା ?

ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ  ହେବାରେ ଲାଗିଛି। ଯେଉଁଥିରେ ଛୋଟ ବୋର୍ଡର ନାମ “ସେଥ୍ କୁଓଭରଜୀ ଖୀମଜୀ ଲୋହାନା ଗୁଜରାଟୀ ବିଦ୍ୟାଳୟ” ଥିବାବେଳେ ଅନ୍ୟ ଏକ ବୋର୍ଡରେ ଲେଖା ଅଛି “ମଲାଲା ୟୁସୁଫ୍ ଜାଇ ସରକାର, ବାଳିକା ମାଧ୍ୟମିକ ବିଦ୍ୟାଳୟ, ମିଶନ୍ ରୋଡ୍, କରାଚି ”। ପୋଷ୍ଟରେ ଦାବି କରାଯାଇଛି , ଏହିପରି ତେଜୋ ମହାଲୟ ତାଜମହଲ, ରାମ ମନ୍ଦିର ବାବ୍ରି, କାଶୀ ମନ୍ଦିର ଜିଆନଭାପୀ ହୋଇଗଲେ, ଏହିପରି ହଜାର ହଜାର କାହାଣୀ ଅଛି। ଆମ […]

Continue Reading

କୁକୁଡ଼ା ଛୁଆ ବୁଲୁଥିବା ଭାଇରାଲ ଭିଡ଼ିଓ ଆସାମର ନୁହେଁ ବରଂ ପାକିସ୍ତାନ,କରାଚିର ଅଟେ। ଭିଡ଼ିଓର କୋରୋନା ସହ କୌଣସି ସମ୍ପର୍କ ନାହିଁ।

ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେଉଛି। ଯେଉଁଥିରେ ହଜାର ସଂଖ୍ୟାର କୁକୁଡ଼ା ଛୁଆ ବୁଲୁଥିବାର ଦେଖା ଯାଉଛିନ୍ତି। ଭିଡ଼ିଓରେ ଦାବି କରାଯାଇଛି ଯେ, କରୋନା ପାଇଁ ଆସାମରେ ହଜାର ସଂଖ୍ୟାର ଅଣ୍ଡା ଫିଙ୍ଗି ଦେଇଥିଲେ। କିନ୍ତୁ ଭଗବାନଙ୍କ ଦୟାରୁ ଆସାମରେ ଆପେ ଆପେ କୁକୁଡ଼ା ଛୁଆ ହଜାର ସଂଖ୍ୟାରେ ଜନ୍ମ ନେଇଛନ୍ତି। ଏହି ପୋଷ୍ଟଟି ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି। କୋରୋନା ଆତଙ୍କରେ କୁକୁଡ଼ା ଅଣ୍ଡାକୁ ଫିଙ୍ଗି ଦିଆ ଯାଇଥିଲେ। ତଳେ ଭିଡ଼ିଓ ଦେଖନ୍ତୁ। ତେବେ […]

Continue Reading