ମୁସ୍ଲିମ ଯୁବକ ମନ୍ଦିର ଭିତରେ ପଶି ଭଗବାନ ଶିବଙ୍କ ଉପରେ ପରିସ୍ରା କରୁଛି ?
ସୋସିଆଲ ମିଡିଆରେ ହିନ୍ଦୁ ମୁସ୍ଲିମ ଭାଇଚାରାକୁ ନେଇ ଅନେକ ବାଦ ବିବାଦ ଲାଗି ରହିଛି। ଏଥିମଧ୍ୟରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ଯୁବକ ମନ୍ଦିର ଭିତରେ ଭଗବାନ ଶିବଙ୍କ ଉପରେ ପରିଶ୍ରା କରୁଛି। ଭିଡିଓରେ ଦାବି କରାଯାଉଛି ଯେ, ଭିଡିଓରେଥିବା ପିଲା ମୁସ୍ଲିମ ଅଟେ। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓରେ କରାଯାଇଥିବା ଦାବି ମିଥ୍ୟା ଅଟେ। 16 ମାର୍ଚ୍ଚରେ Jeevan Rout ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ଭିଡିଓପୋଷ୍ଟ […]
Continue Reading