କ’ଣ ଭାଇରାଲ ଭିଡିଓ ହିଜାବ ବିରୁଦ୍ଧରେ ହିନ୍ଦୁ ଛାତ୍ରଛାତ୍ରୀଙ୍କ ଦ୍ଵାରା କର୍ଣାଟକାର ଆନ୍ଦୋଳନକୁ ଦର୍ଶାଉଛି? ଜାଣନ୍ତୁ ସତ୍ୟ।
କର୍ଣ୍ଣାଟକାରେ ହିଜାବ ବିବାଦ ଲାଗି ରହିଥିବା ବେଳେ ଏକ ଭିଡିଓ ସାମନାକୁ ଆସିଛି ଯେଉଁଥିରେ ଲୋକଙ୍କ ବିଶାଳ ଭିଡ ପତକା ସହିତ ରାସ୍ତାରେ ରେଲି କରୁଛନ୍ତି। ସୋସିଆଲ ମିଡିଆ ବ୍ୟବହାରକାରୀ ମାନେ ଦାବି କରୁଛନ୍ତି ଯେ ଏହି ଭିଡିଓ କର୍ଣ୍ଣାଟକାର ହିନ୍ଦୁ ଛାତ୍ରମାନଙ୍କ ଦ୍ଵାରା ଏକ ରେଲି ଅଟେ। କର୍ଣ୍ଣାଟକାର ହିଜାବ ବିବାଦ ପ୍ରସଙ୍ଗରେ ଏହି ଭିଡିଓ ସେୟାର କରା ଯାଉଛି। ଭିଡିଓ ପୋଷ୍ଟ କରି କୁହା ଯାଇଛି, “କର୍ଣ୍ଣାଟକାର ଛାତ୍ର ମାନଙ୍କୁ ଦେଖି ଲାଗୁଛି ଯେ […]
Continue Reading