ଭାଇରାଲ ପୋଷ୍ଟରେଥିବା ଭିଡିଓମାନଙ୍କର କରୋନା ଭାଇସର ସହ କୌଣସି ସମ୍ବନ୍ଧ ନାହିଁ।
କୋରୋନା ଭାଇରସର ଆତଙ୍କ ପୁରା ବିଶ୍ୱରେ ଚର୍ଚାର ବିଷୟ ବନିଛି। କରୋନା ଭାଇରସର ସଠିକ ଔଷଧ ମଧ୍ୟ ବାହାରି ନାହିଁ। ଏଥି ମଧ୍ୟରେ ଚାଇନାରେ ସଂଖ୍ୟାଧିକ ଲୋକଙ୍କ ମୃତ୍ୟୁର ଖବର ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କେହି କୁହନ୍ତି କରୋନା ଭାଇରାସ ସାପଠାରୁ ଆସିଛି ତ କେହି କୁହନ୍ତି ଏହି ଭାଇରସ ବାଦୁଡ଼ି ଏବଂ ଅନ୍ୟ ଜିବନ୍ତୁଙଠାରୁ ଆସି ଅଛି। ତେବେ ସୋସିଆଲ ମିଡିଆରେ Jyotiprakash Deo ନାମକ ଜଣେ ଫେଜବୁକ ୟୁଜର 18 […]
Continue Reading