ଗୁଜରାଟରେ ଗତ ୫ ବର୍ଷରେ ୪୦,୦୦୦ ମହିଳାଙ୍କ ନିଖୋଜ ହୋଇଥିବା ବିଷୟରେ ସତ୍ୟତା ଜାଣନ୍ତୁ।
ନିକଟରେ ଗୁଜୁରାଟରୁ ନିଖୋଜ ମହିଳାଙ୍କ ବିଷୟରେ ଏକ ସୂଚନା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଗତ ୫ ବର୍ଷ ମଧ୍ୟରେ ଗୁଜୁରାଟରୁ ୪୧ ହଜାର ମହିଳା ନିଖୋଜ ହୋଇଯାଇଥିବା ଦାବି ହେଉଛି। ଗତ 5 ବର୍ଷ ମଧ୍ୟରେ ଗୁଜୁରାଟରୁ ୪୧ ହଜାର ମହିଳା ନିଖୋଜ ହୋଇଯାଇଛନ୍ତି ବୋଲି ଏନସିଆରବି ର ଏକ ରିପୋର୍ଟ କହିଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଜାଣିବାକୁ ପାଇଲା ଯେ ଏହି ସୂଚନା ନେଇ ସୋସିଆଲ ମିଡିଆରେ ସମ୍ପୁର୍ଣ୍ଣ ତଥ୍ୟ ଦର୍ଶାଅ […]
Continue Reading