କ’ଣ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଯୋଗୀ ଆଦିତ୍ୟନାଥ ୨୦୨୪ ଲୋକସଭା ନିର୍ବାଚନ ସମୟରେ ମସଜିଦ ଯାଇ ଚାଦର ଚଡେଇଛନ୍ତି? ଜାଣନ୍ତୁ ସତ୍ୟତା।
ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଯୋଗୀ ଆଦିତ୍ୟନାଥଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକ ମସଜିଦରେ ପ୍ରବେଶ କରିଲା ପରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଯୋଗୀ ଆଦିତ୍ୟନାଥ ସେଠାରେ ଥିବା ମଜାରରେ ଚାଦର ଚଢେଇ ଥିବା ଦେଖିବାକୁ ମିଳିଛି। ଦାବି କରା ଯାଉଛି ଯେ ଏହା ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବର ଏକ ଘଟଣା ଅଟେ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ ବୋଲି ପାଇଲା। ଏହା ୨୦୧୮ ମସିହାର ଏକ […]
Continue Reading