କ’ଣ ସରକାରୀ କାର୍ଯ୍ୟଲୟରେ ଫାଇଲ୍ ଦେଖୁଥିବା ମାଙ୍କଡର ଏହି ଭିଡିଓ ଓଡ଼ିଶାର ଅଟେ? ଜାଣନ୍ତୁ ସତ୍ୟ। 

ଆଶ୍ଚର୍ଯ୍ୟ କରୁଥିବା ଗୋଟିଏ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖିବାକୁ ମିଳିଛି ଯେ ଗୋଟିଏ ମାଙ୍କଡ ଅଫିସ୍ ରେ ବସି ଫାଇଲ୍ ଚେକ୍ କରୁଛି। ସେଠାର କର୍ମଚାରି ମାନେ ତାକୁ କଦଳୀ ଦେବା ପରେ ମଧ୍ୟ ମାଙ୍କଡଟି ଫାଇଲ୍ ଯାଞ୍ଚ କରିବା ବନ୍ଦ କରୁ ନାହିଁ। ଦାବି କରା ଯାଇଛି ଯେ ଏହି ଘଟଣାଟି ଆମ ରାଜ୍ୟ ଓଡ଼ିଶାର ଅଟେ।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। […]

Continue Reading

2017 କମେଡ଼ି ଭିଡିଓକୁ ନିର୍ବାଚନରେ ହାରିଲା ପରେ ଟ୍ରମ୍ପ ନିଜ ଅଫିସର ଜିନିସ ଭାଙ୍ଗୁଥିବା ଦାବିରେ ଭାଇରାଲ କରାଯାଉଛି।

 ନିର୍ବାଚନ ପରେ ଆମେରିକାର ନୁଆ ରାଷ୍ଟ୍ରପତି  ଜୋ ବାଇଡେନ (Joe Biden) ବନିଲେ। ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ମଙ୍କୁ ପରାସ୍ତ କରି ଆମେରିକୀୟଙ୍କ ପ୍ରଥମ ପସନ୍ଦ ହୋଇଛନ୍ତି ଜୋ ବାଇଡେନ । ସେ ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ଏହା ପରେ ସୋସିଆଲ ମିଡିଆରେ ଟ୍ରମ୍ପଙ୍କ ପରାସ୍ତକୁ ନେଇ ଅନେକ ଥଟା ପରିହାସ କରାଯାଉଛି। ଏପରି ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଆମେରିକା ପତାକା ଲାଗିଥିବା ଏକ ଅଫିସରେ ଟ୍ରମ୍ପ […]

Continue Reading