କ’ଣ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନବୀନ ପଟନାୟକଙ୍କ ଫୋଟୋ ପୁରସ୍କାରରେ ଦେଉଛନ୍ତି? ଜାଣନ୍ତୁ ସତ୍ୟ।
୨୭ ଅଗଷ୍ଟରେ ଜଣେ ଫେସବୁକ ୟୁଜର ନବୀନ ଓଡ଼ିଶା ନାମକ ଫେସବୁକ ଗ୍ରୁପରେ ଗୋଟିଏ ଫୋଟୋ ପୋଷ୍ଟ କରିଛନ୍ତି। ଏହି ଫୋଟୋରେ ଦେଖିବାକୁ ମିଳିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟନାୟକଙ୍କ ଫୋଟୋ ଧରି ଚିଡ଼ା ହେଇଛନ୍ତି। ନବୀନ ପଟନାୟକଙ୍କ ଏହି ଫୋଟୋ ଉପରେ ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଦଳ ବୋଲି ଲେଖା ଯାଇଅଛି। Facebook | Archive ଆମ ଅନୁସନ୍ଧାନ: ଆମ ଅନୁସନ୍ଧାନରେ ପ୍ରଥମେ ଆମେ ପୋଷ୍ଟ କରା […]
Continue Reading