ଦିଲ୍ଲୀର ସେଣ୍ଟ୍ରାଲ ଭିସ୍ତା ପ୍ରୋଜେକ୍ଟ ସାଇଟ ସମ୍ମୁଖରେ ହସ୍ପିଟାଲ କର୍ମଚାରୀ ଷ୍ଟ୍ରେଚରରେ COVID-19 ରୋଗୀଙ୍କୁ ନେଉଛନ୍ତି ?
କରୋନା ମହାମାରି ମଧ୍ୟରେ ସୋସିଆଲ ମିଡିଆରେ ଅନେକ ନକଲି ଖବର ଭାଇରାଲ ହେବାରେ ଲାଗିଛି। ଏହି ପରି ଏକ ଫଚୋ ଭାଇରାଲ ହେଉଛି ଯେଉଁଥିରେ ଦିଲ୍ଲୀର ସେଣ୍ଟ୍ରାଲ ଭିସ୍ତା ପ୍ରୋଜେକ୍ଟ ସାଇଟ ସମ୍ମୁଖରେ ଡାକ୍ତରଖାନାର କର୍ମଚାରୀ ଏକ ଷ୍ଟ୍ରେଚରରେ COVID-19 ରୋଗୀଙ୍କୁ ନେଇ ଦେଖାଯାଉଥିବା ଦେଖାଯାଉଛି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। Baalia Baba ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ଫଟୋ ପୋଷ୍ଟ କରିଛନ୍ତି। ପୋଷ୍ଟରେ […]
Continue Reading