କ’ଣ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାର ଫୋଟୋ ନେଉଥିବା ଏହି ଫୋଟୋଗ୍ରାଫର ଭାବବିହ୍ବଳ ହୋଇ କାନ୍ଦୁଛନ୍ତି? ଜାଣନ୍ତୁ ସତ୍ୟ।
ବର୍ତ୍ତମାନ ସୋସିଆଲ ମିଡିଆରେ ଜଣେ ଫୋଟୋଗ୍ରାଫରଙ୍କ କାନ୍ଦୁଥିବା ଇମେଜ୍ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଏହି ଫୋଟୋଗ୍ରାଫର ଅଜୋଧ୍ୟାରେ ରାମଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଫୋଟୋ ନେଉଥିବା ସମୟରେ ଭାବବିହ୍ବଳ ହୋଇ କାନ୍ଦିଥିଲେ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହା ୨୦୧୯ ମସିହାର ଏକ ଫୁଟବଲ୍ ମ୍ୟାଚ୍ ସମୟର ଫୋଟୋ ଅଟେ ଯାହାକୁ ଅଯୋଧ୍ୟାରେ ରାମଙ୍କର ପ୍ରାଣ ପ୍ରତିଷ୍ଠା ସହିତ ଯୋଡି ଭାଇରାଲ କରା ଯାଉଛି। କ’ଣ ଦାବି […]
Continue Reading