ଇନ୍ଦୋର ସହରରେ ରଙ୍ଗପଞ୍ଚମୀ ଉତ୍ସବ ପାଳନର ଭିଡିଓକୁ ହାଇଦ୍ରାବାଦରେ ହନୁମାନ ଜୟନ୍ତୀ ସମୟର ଭିଡିଓ ଦାବିରେ ଭାଇରାଲ ହେଉଛି।
ନିକଟରେ ହନୁମାନ ଜୟନ୍ତୀ ଅବସରରେ ଦେଶରେ ବିଭିନ୍ନ ସ୍ଥାନରେ ଲୋକେ ଉତ୍ସବ ପାଳନ କରିଥିଲେ। ଏହାର ଅନେକ ଭିଡିଓ ସୋସିଆଲ ମିଡିଆରେ ସେଯାର ମଧ୍ୟ ହୋଇଥିବା ମିଳିଛି। ଏହି ସମୟରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ରାସ୍ତାରେ ଲୋକଙ୍କ ଏକ ବିଶାଳ ଭିଡ ଉତ୍ସବ ପାଳନ କରୁଥିବା ଦେଖିବାକୁ ମିଲିଛନ୍ତି। ଭିଡିଓରେ ଏହା ମଧ୍ୟ ଦେଖିବାକୁ ମିଳିଛି ଯେ ଲୋକେ ରଙ୍ଗ ସହିତ ଉତ୍ସବ ପାଳନ କରୁଛନ୍ତି। ଦାବି କରା ଯାଉଛି ଯେ ଏହା […]
Continue Reading