କ’ଣ ଏହି ଭିଡିଓରେ ଜଣେ ମୁସଲିମ ବ୍ୟକ୍ତି ଏକ ବିବାହ ସମୟରେ ମହିଳାଙ୍କୁ ଶାଢି ପିନ୍ଧାଉଛନ୍ତି? ଜାଣନ୍ତୁ ସତ୍ୟ।

ଜଣେ ପୁରୁଷ ଗୋଟିଏ ମହିଳାଙ୍କୁ ଶାଢି ପିନ୍ଧାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଦାବି କରା ଯାଉଛି ଯେ ଶାଢି ପିଢାଉଥିବା ବ୍ୟକ୍ତି ହେଉଛନ୍ତି ଜଣେ ମୁସ୍ଲିମ ଯିଏ ଗୋଟିଏ ହିନ୍ଦୁ ବିବାହ ସମୟରେ ମହିଳାଙ୍କୁ ଶାଢି ପିନ୍ଧାଉଛନ୍ତି।  କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହି ବ୍ୟକ୍ତି ମୁସ୍ଲିମ ନୁହଁନ୍ତି ଏବଂ ଏହା କୌଣସି ହିନ୍ଦୁ ବିବାହ ଅବସରର ଭିଡିଓ ନୁହେଁ।  କ’ଣ ଦାବି କରା ଯାଇଛି ପୋଷ୍ଟରେ?  […]

Continue Reading

ବର୍ତ୍ତମାନ ମୋଦି କାସୀ ବିଶ୍ୱନାଥ ଆସିବେ ବୋଲି ବିଜେପି କର୍ମି ମହିଳାଙ୍କୁ ରାଲିରେ ସ୍ଲୋଗାନ ଦେବା ପାଇଁ ଡାକି ତାଙ୍କୁ 400 ଟଙ୍କା ନ ଦେବାରୁ ସେ କାନ୍ଦୁଥିଲେ ?

2022 ର ଉତ୍ତରପ୍ରଦେଶ ନିର୍ବାଚନର ନେତୃତ୍ୱ ମଧ୍ୟରେ ରାଜନୈତିକ ଦଳ ସୋସିଆଲ ମିଡିଆରେ ନିଜର ଅଭିଯାନ ଆରମ୍ଭ କରିଛନ୍ତି, ଯେଉଁଥିରେ ଅନେକ ଭୁଲ ତଥ୍ୟ ମଧ୍ୟ ଅଲଗା ଅଲଗା ଦାବିରେ ସେୟାର ହେବାରେ ଲାଗିଛି। ସୋସିଆଲ ମିଡିଆରେ ଜଣେ ମହିଳାର କାନ୍ଧୁଥିବାର ଭିଡିଓ ଭାଇରାଲ ହେଉଚି। ଭିଡିଓରେ ମହିଳା ଜଣକ ମୋଦିଙ୍କୁ ଆକ୍ଷେପ କରି କହୁଥିବାର ଦେଖାଯାଉଛନ୍ତି। ଭିଡିଓରେ ମହିଳା ଜଣକ ଦାବି କରିଛନ୍ତି ଯେ  ବର୍ତ୍ତମାନ ମୋଦିଙ୍କ କାଶୀ ବିଶ୍ୱନାଥ  ଗ୍ରସ୍ତ ସମୟରେ ତାଙ୍କୁ ବିଜେପି […]

Continue Reading

ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ୍ ନୀଳ ରଙ୍ଗର ସାଢ଼ୀ ପିନ୍ଧିଛନ୍ତି କି ?

ଜୋ ବିଡେନ ଆମେରିକାର 46 ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି ଏବଂ ତାଙ୍କ ସହଯୋଗୀ କମଲା ହାରିସ ଦେଶର ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି।  କମଲା ହରିସ୍ ଆମେରିକାର ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହେବା ପରେ ଭାରତରେ ଏକ ଉତ୍ସାହର ଲହରି ଖେଳିଛି, କାରଣ କମଲା ଭାରତୀୟ ଅଟନ୍ତି। କମଲାଙ୍କ ମା ଶ୍ୟାମଲା ଗୋପାଳନ ହାରିସ ତାମିଲନାଡୁର ଥିଲେ। ଏହାକୁ ଦୃଷ୍ଟିରେ ରଖି ସୋସିଆଲ ମିଡିଆରେ ଏକ ଚିତ୍ର ଭାଇରାଲ ହେବାରେ ଲାଗିଛି। ଚିତ୍ରରେ କମଲା […]

Continue Reading