ଭିଡିଓରେ ନୃତ୍ୟ କରୁଥିବା ବ୍ୟକ୍ତି ଭାରତର ପ୍ରଥମ CJI ଜଷ୍ଟିସ ଏସବି କ୍ରିପାଳଙ୍କ ନାତି ସୌରଭ କିର୍ପାଲଙ୍କ ନୁହଁନ୍ତି।

ବର୍ତ୍ତମାନ ଜଣେ ବ୍ୟକ୍ତିଙ୍କ ନୃତ୍ୟ କରୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦାବି କରା ଯାଉଛି ଯେ ଏହି ବ୍ୟକ୍ତି ହେଉଛନ୍ତି ସୁପ୍ରିମ୍ କୋର୍ଟର ବିଚାରପତି ସୌରଭ କିର୍ପାଲଙ୍କ ନାତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଭିଡିଓରେ ନୃତ୍ୟ କରୁଥିବା ବ୍ୟକ୍ତି ଜଣେ କୋରିୟଗ୍ରାଫର ଅଟନ୍ତି। ସେ ସୁପ୍ରିମ୍ କୋର୍ଟର ବିଚାରପତି ସୌରଭ କିର୍ପାଲଙ୍କ ନାତି ହେଇଥିବା ଦାବି ମିଥ୍ୟା ଅଟେ। କ’ଣ ଦାବି କରା ଯାଇଛି ପୋଷ୍ଟରେ? […]

Continue Reading