ଆରବ ଦେଶର ଶାରଜାହ ସହରରେ ହୋଇଥିବା ଏକ ଅଗ୍ନିକାଣ୍ଡ ଭିଡିଓକୁ ରୁଷିଆ-ୟୁକ୍ରେନ୍ ଯୁଧ୍ୟ ଦୃଶ୍ୟ ଦାବି ସହିତ ସେୟାର କରା ଯାଉଛି।
ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଏକ କାରଖାନା ପରି ସ୍ଥାନରେ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ଦାବି କରା ଯାଉଛି ଯେ ଏହା ରୁଷିଆର ୟୁକ୍ରେନ୍ ଉପରେ ଆକ୍ରମଣର ଏକ ଦୃଶ୍ୟ। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ଜାଣିବାକୁ ପାଇଲା। ଆରବ ଦେଶର ଶାରଜାହ ସହରର ଏକ ତେଲ ଗୋଦାମରେ ଘଟିଥିବା ଅଗ୍ନିକାଣ୍ଡର ଭିଡିଓକୁ ମିଥ୍ୟା ଦାବି ସହିତ ସେୟାର କରା ଯାଉଛି। କ’ଣ ଦାବି […]
Continue Reading