କ’ଣ ସାମାଜିକ ଦୂରତା ପାଳନ କରୁଥିବା ଏହି ମାର୍କେଟର ଦୃଶ୍ୟ ଭାରତର ମିଜୋରାମ ରାଜ୍ୟ ଅଟେ? ଜାଣନ୍ତୁ ସତ୍ୟ।
କୋରୋନ ଭାଇରସ ବିରୁଦ୍ଧରେ କୌଣସି ଔଷଧ ବା ଟୀକା ନ ବାହାରିଥିବା କାରଣରୁ ଅନେକ ଦେଶ ବର୍ତମାନ ମଧ୍ୟ ତାଲାବନ୍ଦ ସ୍ଥିତିରେ ଅଛି। ଏହି ସମୟରେ ବିଶ୍ଵ ସାରା ଲୋକେ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ କରୁଛନ୍ତି। କଠିନ ସମୟରେ ମହୀ ଲୋକେ ହାର ନ ମାନି ଏପରି ଭାବେ ପରସ୍ପରକୁ ସାହାଜ୍ଯ କରୁଛନ୍ତି। ୨୨ ଏପ୍ରିଲରେ ଜଣେ ଫେସବୁକ ୟୁଜର ଗୋଟିଏ ଫେସବୁକ ପେଜରେ କିଛି ଫୋଟୋ ପୋଷ୍ଟ କରି ଏହା ଦାବି କରିଛନ୍ତି […]
Continue Reading