ରାଜସ୍ଥାନରେ ପଞ୍ଚାୟତ ସମିତି ପ୍ରତିବାଦର ଭିଡିଓକୁ ୟୁଜିସି ସହିତ ଲିଙ୍କ୍ କରି ସେୟାର କରା ଯାଉଛି।

ଦେଶର କିଛି ସ୍ଥାନରେ ନୂତନ UGC ନିୟମାବଳୀ ବିରୋଧରେ ପ୍ରତିବାଦ ପ୍ରଦର୍ଶନ କରାଯାଉଛି। ତଥାପି, ସୁପ୍ରିମକୋର୍ଟ ବର୍ତ୍ତମାନ ଜାନୁଆରୀ ୨୯ ତାରିଖରେ ଏହି ନୂତନ ନିୟମାବଳୀ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ଏହି ସମୟରେ, ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ କିଛି ଲୋକ ପ୍ରତିବାଦ କରୁଥିବାର ଦେଖିବାକୁ ମିଳୁଛି ଯେଉଁଥିରେ ପୋଲିସ ସେମାନଙ୍କୁ ବ୍ୟାରିକେଡ୍ ସହିତ ଅବରୋଧ କରୁଥିବାର ଦେଖାଯାଉଛି। ଦାବି କରା ଯାଉଛି ଯେ ଏହା UGC ବିରୁଦ୍ଧରେ ପ୍ରତିବାଦର ଏକ […]

Continue Reading

କ’ଣ ଫ୍ରାନ୍ସରେ ପୋଲିସ ପାଣି ତୋପ ବ୍ୟବହାର କରି ମୁସଲମାନ ଲୋକଙ୍କୁ ରାସ୍ତାରୁ ହଟାଉଛନ୍ତି? ଜାଣନ୍ତୁ ସତ୍ୟ।

ଫ୍ରାନ୍ସରେ ଜଣେ ଶିକ୍ଷକଙ୍କ ହତ୍ୟା ହେବା ପରେ ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଦେଖିବାକୁ ମିଳିଛି ଯେ କିଛି ଲୋକେ ରାସ୍ତାରେ ପ୍ରାର୍ଥନା କରୁଥିବା ସମୟରେ ପୋଲିସ ଆସି ତାଙ୍କ ଉପରେ ପାଳି ତୋପରେ ପ୍ରହାର କରିଛି।  ଫେକ୍ଟ କୃସେଣ୍ଡୋ ପୋଷ୍ଟରେ କରା ଯାଇଥିବା ଦାବିର ଅନୁସନ୍ଧାନ କରି  ଏହାକୁ ମିଥ୍ୟା ବୋଲି ପାଇଲା।  କ’ଣ ଦାବି ଏହି ପୋଷ୍ଟର? ୨୯ ଅକ୍ଟୋବରରେ ଜଣେ ଟୁଇଟର ୟୁଜର ନିଜ ଟୁଇଟର ହଣ୍ଡେଲରେ […]

Continue Reading