ମୂଳ ଭିଡିଓର ଛୋଟ ଅଂଶ ନେଇ ଦାବି କରା ଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦୀ ନିଜକୁ ଚୋର ବୋଲି ସ୍ଵୀକାର କରିଛନ୍ତି।

ବର୍ତ୍ତମାନ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଏକ ପୁରୁଣା ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଶୁଣିବକୁ ମିଳିଛି ଯେ ମୋଦୀ କହୁଛନ୍ତି, “ଯେତେବେଳେ ମୁଁ ଛୋଟ ଚୋରୀ କରୁଥିଲି, ଯଦି ସେତେବେଳେ ମୋର ମାଁ ମତେ ଅଟକାଇଥାନ୍ତା ତେବେ ମୁଁ ଏତେ ବଡ଼ ଲୁଟେରା ହୋଇନଥାନ୍ତି।” ଭିଡିଓକୁ ଏପରି ଭାବରେ ସେଯାର କରା ଯାଉଛି ଯେମିତି ମୋଦୀ ନିଜକୁ ଏକ ଚୋର ବୋଲି ସମ୍ବୋଧିତ କରୁଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ବିଭ୍ରାନ୍ତକାରୀ ବୋଲି ପାଇଲା। […]

Continue Reading

ଭାଇରାଲ ଭିଡିଓରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜକୁ ଚୋର ବୋଲି କହୁଛନ୍ତି ?

ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅନେକ ଭିଡିଓର ଅଧା କ୍ଲିପ ପୋଷ୍ଟ କରି ବିଭ୍ରାନ୍ତିକର ଦାବି ପ୍ରସାରିତ ହେଉଛି। ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ ନିଜକୁ ଚୋରି ବୋଲି କହୁଥିବାର ମନେ ହଉଛି। ମୂଳ ଭିଡିଓରୁ ଏହି ସର୍ଟ କ୍ଲିପ୍ ସୋସିଆଲ୍ ପ୍ଲାଟଫର୍ମରେ ସେୟାର କଲାବେଳେ ପ୍ରଧାନମନ୍ତ୍ରୀ ମୋଦୀ ନିଜକୁ ଚୋର ବୋଲି କହୁଥିବା ଏହି ଭ୍ରମ ବ୍ୟାପିବାରେ ଲାଗିଛି। ଏହି ସର୍ଟ କ୍ଲିପ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହୁଛନ୍ତି,, […]

Continue Reading