ଭାଇରାଲ ଭିଡିଓରେ ପୋଲିସ କର୍ମିଠାରୁ ମାଡ଼ ଖାଉଥିବା ମହିଳା ମୁସ୍ଲିମ ଅଟେ।
11 ଫେବୃଆରିରେ Er jitu Krushna padhy ନାମକ ଜଣେ ଫେସବୁକ ୟୁଜର ନିଜ ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଯେଉଁଥିରେ କିଛି ପୋଲିସ କର୍ମି କିଛି ମହିଳାକୁ ପିଟୁ ଥିବାର ଦେଖା ଯାଉଛନ୍ତି। ଭିଡିଓରେ ଲୋକଙ୍କ ଭିଡ଼ ମଧ୍ୟ ଦେଖା ଯାଉଛି। ଭିଡିଓର କିଛି ସମୟ ମଧ୍ୟରେ ଜଣେ ପୋଲିସ କର୍ମି ଏକ ମହିଳାକୁ ମଟିରେ କଚାଡ଼ି ଦେବାର ମଧ୍ୟ ଦେଖା ଯାଉଛି। ପୋଲିସ କର୍ମିର ଏପରି ଭୟାବହ ରୂପ ଦେଖି ସ୍ଥାନିୟ ଲୋକ […]
Continue Reading