ଓଡିଶା ଟ୍ରେନ୍ ଦୁର୍ଘଟଣାରେ ସିବିଆଇ ଅଧିକାରୀମାନେ ନିର୍ଦ୍ଦୟ ଭାବରେ ଅଭିଯୁକ୍ତଙ୍କୁ ମାଡ ମାରୁଛନ୍ତି କି? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ବର୍ତ୍ତମାନ ଏକ ଫୋଟୋ ଭାଇରାଲ ହରବାରେ ଲାଗିଛି ଯେଉଁଥିରେ ଜଣେ ବ୍ୟକ୍ତି ଉଲଗ୍ନ ଭାବରେ ଅବସ୍ଥାରେ ତଳେ ପଡି ରହିଛନ୍ତି ଏବଂ ଆଉ ଜଣେ ବ୍ୟକ୍ତି କାଠରେ ତାଙ୍କୁ ମାରୁଥିବା ଜଣା ପଡୁଛି। ଦାବି କର ଯାଉଛି ଯେ ନିକଟରେ ଓଡ଼ିଶାର ରେଳ ଦୁର୍ଘଟଣାର ମୁଖ୍ୟ ଅଭିଯୁକ୍ତ ଷ୍ଟେସନ୍ ମାଷ୍ଟର ମୋହମ୍ମଦ ଶରିଫଙ୍କୁ ସିବିଆଇ ମାଡ ମାରୁଛି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହା ଏକ ପୁରୁଣା ଘଟନା […]
Continue Reading