କ’ଣ ଗଛରେ ଝୁଲେଇ ଜଣେ ମହୁଇଲାଙ୍କ ଉପରେ ଅତ୍ୟାଚାର କରୁଥିବା ଏହି ଭିଡିଓ ମଣିପୁରର ଘଟଣା ଅଟେ? ଜାଣନ୍ତୁ ସତ୍ୟ।

ମଣିପୁରରେ ଚାଲିଥିବା ହିଂସାକୁ ନେଇ ସୋସିଆଲ ମିଡିଆରେ ବିଭିନ୍ନ ପୋଷ୍ଟ ଏବଂ ଭିଡିଓ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି। ଫ୍ୟାକ୍ଟ କ୍ରିଷେଣ୍ଡୋ ଅନେକ ଭିଡିଓକୁ ମିଥ୍ୟା ବୋଲି ପ୍ରମାଣ କରି ସାରିଛି।  ଏହି ପ୍ରସଙ୍ଗରେ ଆହୁରି ଗୋଟିଏ ଭିଡିଓ ସାମନାକ୍ୟୁ ଆସିଛି। ଭିଡିଓରେ ଦେଖିବାକୁ ମିଳିଛି ଯେ କିଛି ଲୋକ ଗୋଟିଏ ମହିଳାକୁ ଗଛରେ ବାନ୍ଧି ଝୁଲେଇଛନ୍ତି ଏବଂ ତାଙ୍କ ଉପରେ ବାଡ଼ିରେ ଆକ୍ରମଣ କରୁଛନ୍ତି। ଦାବି କରା ଯାଉଛି ଯେ ଏହି ଭିଡିଓ ସମ୍ପ୍ରତ୍ତି ସମୟରେ […]

Continue Reading

ଗଛରେ ଝୁଲାଇ ମହିଳାକୁ ମାରୁଥିବା ଭିଡିଓ ବାଙ୍ଗଲାଦେଶର ନୁହେଁ ମଧ୍ୟପ୍ରଦେଶର ଅଟେ।

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ କିଛି ପୁରୁଷ ଏକ ଝିଅକୁ ଅତି ନିର୍ମମ ଭାବରେ ଗଛରେ ଝୁଲାଇ ମାଡ଼ ମାରୁଥିବାର ଦେଖିଯାଉଛି। ଭାଇରାଲ ପୋଷ୍ଟରେ ଏହାକୁ ବାଙ୍ଗଲାଦେଶର ଘଟଣା ଦାବିରେ ଭାଇରାଲ କରୁଛନ୍ତି। ପୋଷ୍ଟରେ ଲେଖାଯାଇଛି, ବାଙ୍ଗଲାଦେଶୀମାନଙ୍କୁ ଆମ ଦେଶରେ ଯେଉଁଠି ଦେଖିବ ଏପରି ମାଡ଼ ମାରିବ। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା। ଭାଇରାଲ ଭିଡିଓ ବାଙ୍ଗଲାଦେଶର ନୁହେଁ ବରଂ ଆମ ଦେଶ ମଧ୍ୟପ୍ରଦେଶର […]

Continue Reading

କ’ଣ ସତରେ କାର ଭିତରୁ ରାତା ରାତି ବାହାରି ଆସିଲା ଗଛ? ଜାଣନ୍ତୁ ସତ।

9 ଡିସେମ୍ବରରେ ଓଡ଼ିଶା K NEWSର ଏକ ନ୍ୟୁଜ ପୋଷ୍ଟରେ କାର୍ ଭିତରୁ ରାତାରାତି ଗଛ ବାହାରିବାର ଦାବି କରାଯାଇଛି। ପୋଷ୍ଟରେ ଏକ ଫୋଟୋ ଦିୟା ଯାଇଛି ଯାହାକୁ ଦେଖିଲେ ଲାଗୁଛି ଯେ, ସତରେ କାରକୁ ଫଟାଇ କାର ମଝିରୁ ଏହି ବିଶାଳକାୟ ଗଛ ବାହାରିଛି। ପୋଷ୍ଟର ଅନୁଚ୍ଛେଦରେ ଲେଖା ଯାଇଛି ଯେ, ଧଳା ରଙ୍ଗର ଏହି କାର ଭିତରୁ ଏକ ଗଛ ବାହାରି ଆସିଛି,ଯାହାକୁ ଦେଖି ଲୋକେ ଆଶ୍ଚଯ୍ୟ ହୋଇଯାଉଛନ୍ତି। କାର ଆଖପାଖରେ ବହୁଲୋକ ଜମା […]

Continue Reading