କ’ଣ ଭିଡିଓରେ ଜଣେ ମୁସ୍ଲିମ ଲୋକ ମିଠାରେ ପରିସ୍ରା କରୁଛି? ଜାଣନ୍ତୁ ସତ୍ୟ।

ଇଣ୍ଟରନେଟରେ ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ଆପଣ ଗୁଲାବ ଜାମୁନ ନିକଟରେ ଠିଆ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଦେଖିପାରିବେ। ଦାବି କରା ଯାଉଛି ଯେ ଏହି ବ୍ୟକ୍ତି ମିଠା ରେ ପରିସ୍ରା କରୁଛନ୍ତି।  କିନ୍ତୁ ଫ୍ୟାକ୍ଟ କୃସେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଅସଲି ଭିଡିଓରେ ବ୍ୟକ୍ତି ମିଠାରେ ପରିସ୍ରା କରୁ ନାହାଁନ୍ତି, ବରଂ ବୋତଲରୁ ପାଣି ଢାଲୁଛନ୍ତି।  କ’ଣ ଦାବି କରା ଯାଇଛି ପୋଷ୍ଟରେ? ଭିଡିଓ ସେୟାର କରି ସୋସିଆଲ ମିଡିଆ ବ୍ଯ୍ବହାରକାରୀ […]

Continue Reading

ବିଜେପି ସାଂସଦ ପ୍ରଜ୍ଞା ଠାକୁର ଗୋମୂତ୍ରର ଓଭର-ଡୋଜ୍ ନେଇ ଡାକ୍ତର ଖାନାରେ ଭର୍ତି ହେଲେ ?

ଷ୍ଟ୍ରେଚରରେ ଆମ୍ବୁଲାନ୍ସରୁ ବିଜେପି ସାଂସଦ ପ୍ରଜ୍ଞା ଠାକୁରଙ୍କ ଏକ ଫଟୋ ସୋସିଆଲ ମିଡିଆରେ ସେୟାର କରାଯାଇ କରୋନାଭାଇରସ୍ କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ଦାବି କରାଯାଇଛି। ଗା  ମୂତ୍ର ପିଇବା ଦ୍ୱାରା କରୋନାଭାଇରସକୁ ରୋକାଯାଇପାରିବ ବୋଲି ସେ ଏକ ବିବାଦୀୟ ମନ୍ତବ୍ୟ ଦେବା ପରେ ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ଆମ ଅନୁସନ୍ଧାନରେ ଭାଇରାଲ ଫଟୋ ସହ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।  25 ମଇରେ Sujit kumar sarangi ନାମକ […]

Continue Reading

ମୁସ୍ଲିମ ଯୁବକ ମନ୍ଦିର ଭିତରେ ପଶି ଭଗବାନ ଶିବଙ୍କ ଉପରେ ପରିସ୍ରା କରୁଛି ?

ସୋସିଆଲ ମିଡିଆରେ ହିନ୍ଦୁ ମୁସ୍ଲିମ ଭାଇଚାରାକୁ ନେଇ ଅନେକ ବାଦ ବିବାଦ ଲାଗି ରହିଛି। ଏଥିମଧ୍ୟରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ଯୁବକ ମନ୍ଦିର ଭିତରେ ଭଗବାନ ଶିବଙ୍କ ଉପରେ ପରିଶ୍ରା କରୁଛି। ଭିଡିଓରେ ଦାବି କରାଯାଉଛି ଯେ, ଭିଡିଓରେଥିବା ପିଲା ମୁସ୍ଲିମ ଅଟେ। ଆମ ଅନୁସନ୍ଧାନରେ ଭାଇରାଲ ଭିଡିଓରେ କରାଯାଇଥିବା ଦାବି ମିଥ୍ୟା ଅଟେ।  16 ମାର୍ଚ୍ଚରେ Jeevan Rout ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ଭିଡିଓପୋଷ୍ଟ […]

Continue Reading