କ’ଣ ଉତ୍ତରପ୍ରଦେଶ ନିର୍ବାଚନ ପୂର୍ବରୁ ଯୋଗୀ ଆଦିତ୍ୟନାଥ ଏକ ଦରଗାହରେ ମନ୍ନତ ମାଗିବାକୁ ଯାଇଛନ୍ତି? ଜାଣନ୍ତୁ ସତ୍ୟ।
ସୋସିଆଲ ମିଡିଆରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କର ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଆପଣ ମାନେ ଦେଖି ପାରିବେ ଯେ ସେ ଏକ ଦରଗାହରେ ପ୍ରବେଶ କରୁଛନ୍ତି। ଭିଡିଓ ଭାଇରାଲ କରି ଦାବି କରା ଯାଇଛି ଯେ ନିର୍ବାଚନ ପାଖେଇ ଆସୁଥିବା ସମୟରେ ଆଦିତ୍ୟନାଥ ଦାରାଗାହ ଯାଇ ମୁଣ୍ଡ ନୂଆଁଇଛନ୍ତି। ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। କ’ଣ ଦାବି ଏହି ପୋଷ୍ଟର? ୭ ଡିସେମ୍ବରରେ ମାଇ ବ୍ଲଡ୍ କଂଗ୍ରେସ ନାମକ […]
Continue Reading