କ’ଣ ତାମିଲ ନାଡୁ ମୁଖ୍ୟମନ୍ତ୍ରୀ ହିନ୍ଦୀ ଭାଷା କହୁଥିବା ଶ୍ରମିକ ମାନଙ୍କୁ ରାଜ୍ୟ ଛାଡି ପଳାଇବା ପାଇଁ କହିଛନ୍ତି? ଜାଣନ୍ତୁ ସତ୍ୟ।
ବିଗତ କିଛି ଦିନ ହେବ ତାମିଲ ନାଡୁରେ ବିହାରୀ ଶ୍ରମିକଙ୍କ ଉପରେ ଆକ୍ରମଣ ଏବଂ ତାଙ୍କ ହତ୍ୟାର ଖବର ସାମନାକୁ ଆସୁଛି। ବିହାରୀ ଶ୍ରମିକ ମାନେ ସ୍ଥାନୀୟ ଲୋକଙ୍କ ରୋଜଗାର ଛଡାଇ ନେବା ଅଭିଯୋଗରେ ତାଙ୍କ ଉପରେ ଜନସାଧାରଣ ଲୋକେ ଆକ୍ରମଣ କରୁଛନ୍ତି। ଏହି ପ୍ରସଙ୍ଗରେ ବର୍ତ୍ତମାନ ସୋସିଆଲ ମିଡିଆରେ ତାମିଲ ନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନଙ୍କ ନାମରେ ଏକ ଖବର କାଗଜ କ୍ଲିପ୍ ଭାଇରାଲ ହେଉଛି। ଏହି ଖବର କାଗଜ ସମ୍ବାଦ ଅନୁଯାୟୀ, ତାମିଲ ନାଡୁ […]
Continue Reading