ଶ୍ରୀରାମ ମନ୍ଦିର ଜନ୍ମଭୂମି ଟ୍ରଷ୍ଟ ର ଅଧ୍ୟକ୍ଷ ମହନ୍ତ ନିତ୍ୟ ଗୋପାଳଦାସ ଙ୍କ ନିଧନ ନେଇ ଭାଇରାଲ ସୋସିଆଲ ମିଡିଆ ପୋଷ୍ଟ ମିଥ୍ୟା ଅଟେ।
ବର୍ତ୍ତମାନ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଗୋଟିଏ ହସ୍ପିଟାଲ୍ ଗ୍ରସ୍ତର ଫୋଟୋ ଭାଇରାଲ ହେବାରେ ଲାଗିଛି। ଫୋଟୋରେ ପ୍ରଧାନମନ୍ତ୍ରୀ ମୋଦୀ ଜଣେ ବ୍ୟକ୍ତିଙ୍କ ସାମନାରେ ନତମସ୍ତକ ହୋଇ ତାଙ୍କୁ ପ୍ରଣାମ କରୁଥିବା ଦେଖିବାକୁ ମିଳିଛି। ଦାବି କରା ଯାଉଛି ଯେ ସେହି ବ୍ୟକ୍ତି ହେଉଛନ୍ତି ଶ୍ରୀରାମ ମନ୍ଦିର ଟ୍ରଷ୍ଟ ର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳଦାସ। ତାଙ୍କ ନିଧନ ପରେ ପ୍ରଧାନମନ୍ତ୍ରୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। କିନ୍ତୁ ଫ୍ୟାକ୍ଟ କ୍ରିଷେଣ୍ଡୋ ଭାଇରାଲ ଦାବିକୁ ମିଥ୍ୟା ବୋଲି ପାଇଲା। ଏହି […]
Continue Reading