ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଅରବିନ୍ଦ କେଜ୍ରିୱାଲଙ୍କୁ ଟୀକାକରଣ ବିଜ୍ଞାପନକୁ ନେଇ ସମାଲୋଚନା କରୁଛନ୍ତି? ଜାଣନ୍ତୁ ସତ୍ୟତା ।

ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ସେ  ଟିକା ଉପଲବ୍ଧ ନ ଥାଇ ମଧ୍ୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଖବରକାଗଜରେ ଏକାଧିକ ଟୀକାକରଣ ବିଜ୍ଞାପନ ଦେଇଥିବା କଥା କହୁଛନ୍ତି। ଆମ  ଅନୁସନ୍ଧାନରେ ସ୍ପଷ୍ଟ  ହେଲୁ ଯେ,ମୂଳ ଭିଡିଓରେ ସିସୋଦିଆ ଟିକା କ୍ରୟ ଉପରେ ଧ୍ୟାନ ଦେବା ପରିବର୍ତ୍ତେ ଟୀକାକରଣ ବିଜ୍ଞାପନ ଜାରି କରିଥିବାରୁ କେନ୍ଦ୍ର ସରକାର ଏବଂ ଭାରତୀୟ ଜନତା ପାର୍ଟି (ବିଜେପି) ରାଜ୍ୟ ସରକାରଙ୍କୁ ସମାଲୋଚନା କରୁଛନ୍ତି।  25 ଜୁନରେ […]

Continue Reading

ହିନ୍ଦୁସ୍ତାନ ଟାଇମ୍ସ ପିଏମ ମୋଦୀ ନିଖୋଜ ବିଜ୍ଞାପନ ଦେଇଛି ?

ସୋସିଆଲ ମିଡିଆରେ ହିନ୍ଦୁସ୍ତାନ ଟାଇମ୍ସର ଏକ ପୋଷ୍ଟ ଭାଇରାଲ ହେଉଛି। ଯେଉଁଥିରେ ହିନ୍ଦୁସ୍ତାନ ଟାଇମ୍ସ’ ଖବରକାଗଜର ପ୍ରଥମ ପୃଷ୍ଠାରେ ଏକ ବିଜ୍ଞାପନ ଅଛି, ଯେଉଁଥିରେ କୁହାଯାଇଥିଲା ଯେ ‘ପିଏମ ମୋଦୀ ନିଖୋଜ ଅଛନ୍ତି’। ତେବେ କଣ ହିନ୍ଦୁସ୍ତାନ ଟାଇମ୍ସରେ ଏହି ବିଜ୍ଞାପନ ଦିଆ ଯାଇଥିଲା। ଆମ ଅନୁସନ୍ଧାନରେ ଭାଇରାଲ ପୋଷ୍ଟରେ କରାଯାଇଥିବା ଦାବି ମିଥ୍ୟା ପ୍ରମାଣିତ ହେଲା।   14 ମଇରେ Pravat Panigrahi ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ପୋଷ୍ଟ ସେୟାର କରିଛନ୍ତି। […]

Continue Reading