ଜଣେ ମୁସ୍ଲିମ ବ୍ୟକ୍ତି ଗୋଟିଏ ଘରୁ ଭଗବା ପତାକା କାଢି ଫୋପାଡ଼ୁଥିବା ଭିଡିଓ ସ୍କ୍ରୀପତେଡ୍ ଅଟେ।
ସୋସିଆଲ ମିଡିଆରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗୁଛି ଯେଉଁଥିରେ ଜଣେ ମୁସ୍ଲିମ ବ୍ୟକ୍ତି ଗୋଟିଏ ଘରୁ ଭଗବା ପତାକା କାଢି ଫୋପାଡ଼ୁଥିବା ବେଳେ ଜଣେ ମହିଳା ତାଙ୍କୁ ରୋକିବାକୁ ଚେଷ୍ଟା କରୁଛନ୍ତି। ତା’ପରେ ଅନ୍ୟ ଜଣେ ବ୍ୟକ୍ତି ଆସି ସେ ମୁସ୍ଲିମ ବ୍ୟକ୍ତିଙ୍କୁ ମାରିଥିବା ନଜର ଆସିଛି। ଦାବି କରା ଯାଉଛି ଯେ ଏହା ଏକ ସତ୍ୟ ଘଟଣା ଏବଂ ମୁସ୍ଲିମ ବ୍ୟକ୍ତିଙ୍କୁ ମାଡ଼ ମାରିଲା ପରେ ସେ ନିଜ ଭୁଲ ସ୍ଵୀକାର କରିଛନ୍ତି। କିନ୍ତୁ […]
Continue Reading