ରାହୁଲ ଗାନ୍ଧୀ ଏବଂ ରାଜିବ ଗାନ୍ଧୀ ଇନ୍ଧିରା ଗାନ୍ଧୀଙ୍କ ଶବ ପାଖରେ କଲମା ପଢ଼ୁଛନ୍ତି ?
ସୋସିଆଲ ମିଡିଆରେ ଏକ ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ରାହୁଲ ଗାନ୍ଧୀ, ରାଜୀବ ଗାନ୍ଧୀ ଏବଂ ନରସିଂହ ରାଓଙ୍କୁ ଦେଖିବାକୁ ମିଳୁଛି। ଭାଇରାଲ ଫଟୋରେ ରାହୁଲ ଗାନ୍ଧୀ ଏବଂ ରାଜୀବ ଗାନ୍ଧୀ ମୁସ୍ଲିମ ଧର୍ମ ପରି ହାତ ଜୋଡ଼ିଛନ୍ତି ଏବଂ ନରସିଂହ ରାଓ ହିନ୍ଦୁ ଧର୍ମ ପରି ହାତ ମିଳାଇଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଇଛି ଯେ, ଏହି ଫଟୋ ଇନ୍ଦିରା ଗାନ୍ଧୀଙ୍କ ଶବଦାହ ସମୟର ଅଟେ। ଯେଉଁଠାରେ ତାଙ୍କ ପୁଅ ରାଜୀବ ଗାନ୍ଧୀ ଏବଂ ନାତି […]
Continue Reading