କେରଳରେ ଯୋଗୀଙ୍କୁ ବିଜେପି କର୍ମୀ ବିଜେପି ପତାକା ପ୍ରସ୍ତୁତ କରି ସ୍ୱାଗତ କରିଛନ୍ତି?

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କେରଳ ଗ୍ରସ୍ତରେ ଯାଇଥିବା ବେଳେ ସୋସିଆଲ ମିଡିଆରେ ଏହାର ଅନେକ ଫଟୋ ଏବଂ ଖବର ଭାଇରାଲ ହେବାରେ ଲାଗିଛି। ଏହି ପରି ଏକ ଫଟୋ ଭାଇରାଲ ହେଉଛି ଯେଉଁଥିରେ ଲୋକମାନେ ବିଜେପିର ପଦ୍ମଚିହ୍ନ ବନାଇ ଠିଆ ହୋଇଛନ୍ତି। ପୋଷ୍ଟରେ ଦାବି କରାଯାଇଛି ଯେ, କେରଳରେ ଯୋଗୀଙ୍କୁ ଏହିପରି ଢଙ୍ଗରେ କଲେ ସ୍ୱାଗତ।  22 ଫେବୃଆରିରେ Srikant Das ନାମକ ଜଣେ ଫେସବୁକ ୟୁଜର ତାଙ୍କ ଆକାଉଣ୍ଟରେ ଭାଇରାଲ ଫଟୋ ପୋଷ୍ଟ କରିଛନ୍ତି। […]

Continue Reading

ଭାଇରାଲ ଭିଡିଓର ତାଷୀ ଆନ୍ଦୋଳନକାରି କିମ୍ବା 26 ଜାନୁଆରୀ ସହ କୌଣସି ସମ୍ପର୍କ ନାହିଁ।

ସୋସିଆଲ ମିଡିଆରେ ଜାନୁଆରି 26 ପୂର୍ବରୁ ଅନେକ ଭିଡିଓ ଏବଂ ଫଟୋ ଅଲଗା ଅଲଗା ଦାବିରେ ଭାଇରାଲ ହୋଇଥିଲା। ଏଥିମଧ୍ୟରେ  ଏକ ଭିଡିଓ ମଧ୍ୟ  ଭାଇରାଲ ହୋଇଥିଲା ଯେଉଁଥିରେ ଟ୍ରାକ୍ଟର ଟ୍ରକ ପରେଡ ହେଉଥିବାର ଦେଖାଯାଉଛି। ପୋଷ୍ଟରେ ଦାବି କରାଯାଇଛି ଯେ, 26 ଜାନୁଆରି ପାଇଁ କୃଷକମାନେ ଟ୍ରାକ୍ଟର ପରେଡ ପ୍ରସ୍ତୁତ କରିଛନ୍ତି। ଆମ ଅନୁସନ୍ଧାନରେ ଆମେ ସ୍ପଷ୍ଟ ହେଲୁ ଯେ, ଭାଇରାଲ ଭିଡିଓର ବର୍ତ୍ତମାନ ସହ କୌଣସି ସମ୍ପର୍କ ନାହିଁ।  25 ଜାନୁଆରିରେ Litu Baisakh […]

Continue Reading